ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ : ବିବାହର ନିଷ୍ପତ୍ତିରେ ଝିଅର ସ୍ବୀକୃତି ଗୁରୁତ୍ବପୂର୍ଣ୍ଣ

Advertisment

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ। ବିବାହ ସଂପର୍କିତ ନିଷ୍ପତ୍ତିରେ ଝିଅର ସ୍ବୀକୃତି ଗୁରୁତ୍ବପୂର୍ଣ୍ଣ ।  ଅଭିଭାବକ ମାନେ ବିବାହ ସଂପର୍କିତ ନିଷ୍ପତ୍ତି ନେବା ପୂର୍ବରୁ ଏହି ପ୍ରସଙ୍ଗରେ ଝିଅର ସ୍ବୀକୃତି ନେବା ନିଶ୍ଚିତ ଆବଶ୍ୟକ ବୋଲି ହାଇକୋର୍ଟ କହିଛନ୍ତି

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ। ବିବାହ ସଂପର୍କିତ ନିଷ୍ପତ୍ତିରେ ଝିଅର ସ୍ବୀକୃତି ଗୁରୁତ୍ବପୂର୍ଣ୍ଣ ।  ଅଭିଭାବକ ମାନେ ବିବାହ ସଂପର୍କିତ ନିଷ୍ପତ୍ତି ନେବା ପୂର୍ବରୁ ଏହି ପ୍ରସଙ୍ଗରେ ଝିଅର ସ୍ବୀକୃତି ନେବା ନିଶ୍ଚିତ ଆବଶ୍ୟକ ବୋଲି ହାଇକୋର୍ଟ କହିଛନ୍ତି

HIGHCOURT

Photograph: (KANAKNEWS)

କନକବ୍ୟୁରୋ : ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ। ବିବାହ ସଂପର୍କିତ ନିଷ୍ପତ୍ତିରେ ଝିଅର ସ୍ବୀକୃତି ଗୁରୁତ୍ବପୂର୍ଣ୍ଣ ।  ଅଭିଭାବକ ମାନେ ବିବାହ ସଂପର୍କିତ ନିଷ୍ପତ୍ତି ନେବା ପୂର୍ବରୁ ଏହି ପ୍ରସଙ୍ଗରେ ଝିଅର ସ୍ବୀକୃତି ନେବା ନିଶ୍ଚିତ ଆବଶ୍ୟକ ବୋଲି ହାଇକୋର୍ଟ କହିଛନ୍ତି । ଝିଅ ନିଖୋଜ ଥିବା ଅଭିଯୋଗ ନେଇ ବାପାଙ୍କ ତରଫରୁ ଦାୟର ଏକ ହେବିୟସ କର୍ପସ ପିଟିସନ୍‌ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି । ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ ।

କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲା : ଅର୍ପିତାଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା

ଏପରି କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ । ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ବାହ୍ୟ ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ସୁସ୍ଥ ସମାଜ ପାଇଁ ଅନୁକୂଳ ନୁହେଁ । ଅଭିଭାବକ ମାନେ ନିଜ ନିଷ୍ପତ୍ତି ପିଲାମାନଙ୍କ ଉପରେ ଲଦି ଦେବାର ଭାବନା ବିରୋଧରେ ପ୍ରଶାସନ ସଚେତନ କରିବା ଆବଶ୍ୟକ  । ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe