କନକ ବ୍ୟୁରୋ: ଓପିଏସ୍ସି ଏବଂ ଓଏସଏସଏସସି ପ୍ରଶ୍ନପତ୍ର ତ୍ରୁଟି ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଲେ, ଏହା ମୋ ବିଭାଗ ଅଧୀନରେ ଯାଉ ନାହିଁ । ଆଗରୁ ଓପିଏସସି କୁହନ୍ତୁ କିମ୍ବା ଓଡ଼ିଶା ଷ୍ଟାଫ ସିଲେକ୍ସନ୍ କମିଟିରେ ବହୁତ ଅବ୍ୟବସ୍ଥା ରହିଆସିଛି ।
ବିଧାନସଭା ପୂର୍ବ ଅଧିବେଶନରେ ଏହାକୁ ବ୍ୟବସ୍ଥିତ କରିବା ପାଇଁ ପଦକ୍ଷେପ ନିଆଯାଇଛି ଆଗକୁ ସବୁକିଛି ବ୍ୟବସ୍ଥିତ ଢଙ୍ଗରେ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି । ସେପଟେ ପ୍ରଶ୍ନପତ୍ର ତ୍ରୁଟି ଘଟଣାର ତଦନ୍ତ ହେବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/04/28/2KjCqHTEXMlyvzwVKQ4K.jpg)