ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା, ଗମ୍ଭୀରତାର ସହ ନେଲେ ରାଜ୍ୟ ସରକାର । ଆସାମୀଙ୍କୁ ଗିରଫ କରିବାକୁ ପ୍ରତିଶ୍ରୁତି ମିଳିଥିବା କହିଲେ ହିମାଂଶୁ

Advertisment

ମୂଖ୍ୟମନ୍ତ୍ରୀ, ଉପମୂଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହ ନେଇଛନ୍ତି । ଏଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିବା ସେ କହିଛନ୍ତି । 

grgdrgdgrdg

କନକ ବ୍ୟୁରୋ : ଗତକାଲି ହୋଇଥିବା ଆକ୍ରମଣ ଘଟଣାକୁ ନେଇ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର । ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି ହିମାଂଶୁ । ମୂଖ୍ୟମନ୍ତ୍ରୀ, ଉପମୂଖ୍ୟମନ୍ତ୍ରୀ ତାଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ସରକାର ଏ ଘଟଣାକୁ ଗୁରୁତର ସହ ନେଇଛନ୍ତି । ଏଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ସମ୍ପୃକ୍ତ ସମସ୍ତ ଆସାମୀଙ୍କୁ ଗିରଫ କରାଯିବ ବୋଲି ରାଜ୍ୟ ସରକାର ତାଙ୍କୁ ପ୍ରତିଶ୍ରୁତି ଦେଇଥିବା ସେ କହିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe