ନଭେମ୍ବରରେ ଐତିହାସିକ କଟକ ବାଲିଯାତ୍ରା । ୮ ଦିନ ଯାଏଁ ଚାଲିବ.. ଜାଣନ୍ତୁ କେବେଠୁ

Advertisment

ନଭେମ୍ବରରେ ଆୟୋଜିତ ହେବ କଟକର ଐତିହାସିକ ବାଲିଯାତ୍ରା । ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ନଭେମ୍ବରରେ ଆୟୋଜିତ ହେବ କଟକର ଐତିହାସିକ ବାଲିଯାତ୍ରା । ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Cuttack Bali Yatra

କନକ ବ୍ୟୁରୋ : ନଭେମ୍ବରରେ ଆୟୋଜିତ ହେବ ଐତିହାସିକ କଟକ ବାଲିଯାତ୍ରା । ନଭେମ୍ବର ୧୫ରୁ ୨୨ ଯାଏଁ ଚାଲିବ କଟକ ବାଲିଯାତ୍ରା । ଏନେଇ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ୮ ଦିନ ଧରି ଚାଲିବ ଐତିହାସିକ ବାଲିଯାତ୍ରା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe