ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଗୃହମନ୍ତ୍ରୀଙ୍କ ଆଲୋଚନା । ପାକିସ୍ତାନୀଙ୍କୁ ଚିହ୍ନଟ କରି ବିଦା କରିବାକୁ ଦେଲେ ନିର୍ଦ୍ଦେଶ

ସେ ପ୍ରତି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି, ନିଜ ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀମାନଙ୍କ ଭିସା ରଦ୍ଦ କରି ସେମାନଙ୍କୁ ତୁରନ୍ତ ରାଜ୍ୟରୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

dfgdgfgdg

କନକ ବ୍ୟୁରୋ : ପାକିସ୍ତାନ-ଭାରତ ଯୁଦ୍ଧ ଆଶଙ୍କା ଭିତରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ସେ ପ୍ରତି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ଏହି କ୍ରମରେ ମୁଖ୍ୟମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି, ନିଜ ନିଜ ରାଜ୍ୟରେ ରହୁଥିବା ପାକିସ୍ତାନୀମାନଙ୍କ ଭିସା ରଦ୍ଦ କରି ସେମାନଙ୍କୁ ତୁରନ୍ତ ରାଜ୍ୟରୁ ବାହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଗୃହମନ୍ତ୍ରୀ କହିଛନ୍ତି, ପାକିସ୍ତାନ ନାଗରିକ ଯେକୌଣସି ପ୍ରକାର ଭିସା ନେଇ ଭାରତ ଆସିଥିଲେ ବି ତୁରନ୍ତ ଭିସା ରଦ୍ଦ କରି ସେମାନଙ୍କୁ ଭାରତର ବିଦା କରାଯିବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe