ହାଇକୋର୍ଟରେ ଭରତପୁର ମାମଲା: ଥାନାରେ ସେନା ଅଧିକାରୀଙ୍କୁ ପୋଲିସ କେମିତି କରିବ ବ୍ୟବହାର? ଏସଓପି ଦେଲେ ସରକାର

Advertisment

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ଼ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି ।

ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ଼ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି ।

WDWDW

କନକ ବ୍ୟୁରୋ: ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ସରକାରଙ୍କ ବଡ଼ ପଦକ୍ଷେପ । ସେନା ସୁରକ୍ଷା ଅଧିକାରୀଙ୍କ ପାଇଁ ଥାନାରେ କିଭଳି ବ୍ୟବହାର କରିବେ ପୁଲିସ ଅଫିସର ସେନେଇ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିଛନ୍ତି । ସେପଟେ ୩୧ ମାର୍ଚ୍ଚ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନୂଆ ଏସଓପି ଜାରି ହୋଇଥିବା ନେଇ ଆଡଭକେଟ୍ ଜେନେରାଲ ହାଇକୋର୍ଟଙ୍କୁ ଜଣାଇଛନ୍ତି । ଏହାର ଏକ କପି ହାଇକୋର୍ଟ ଓ ଆମିକସ୍ କ୍ୟୁରୀଙ୍କୁ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ କୋର୍ଟଙ୍କୁ ଜଣାଇଛନ୍ତି ଆଡଭୋକେଟ୍ ଜେନେରାଲ। ତେବେ ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି ଧାର୍ଯ୍ୟ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe