କନକ ବ୍ୟୁରୋ : ଛତିଶଗଡ଼ ବିଜାପୁରରେ ଆଇଇଡି ବିସ୍ଫୋରଣ । ପୁଲିସ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍କାଉଣ୍ଟର ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଏହା ସହ ୩ ଜଣ ଯବାନ ଆହତ ହୋଇଛନ୍ତି । କମ୍ବିଂ ବେଳେ ନ୍ୟାସନାଲ ପାର୍କ ନିକଟରେ ମାଓବାଦୀ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି । ସହିଦ ଡିଆରଜି ଯବାନ ହେଉଛନ୍ତି ଦିନେଶ ନାଗ । ଆହତ ଯବାନଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇଛି । ସେମାନେ ଏବେ ସୁସ୍ଥ ଥିବା ଜଣାପଡ଼ିଛି ।
ଛତିଶଗଡ ବିଜାପୁରରେ ଏନକାଉଣ୍ଟର : କମ୍ବିଂ ଅପରେସନ୍ବେଳେ ନାସ୍ନାଲ ପାର୍କ ଜଙ୍ଗଲରେ ବିସ୍ଫୋରଣ
ପୁଲିସ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍କାଉଣ୍ଟର ବେଳେ ଜଣେ ଯବାନ ସହିଦ ହୋଇଛନ୍ତି । ଏହା ସହ ୩ ଜଣ ଯବାନ ଆହତ ହୋଇଛନ୍ତି । କମ୍ବିଂ ବେଳେ ନ୍ୟାସନାଲ ପାର୍କ ନିକଟରେ ମାଓବାଦୀ ଖଞ୍ଜିଥିବା ଆଇଇଡି ବିସ୍ଫୋରଣ ହୋଇଥିଲା ।
/kanak/media/media_files/2025/08/18/22-2025-08-18-09-35-57.jpg)