ରାସନ୍ କାର୍ଡରୁ ବାଦ୍ ପଡ଼ିପାରନ୍ତି ୨୦ ଲକ୍ଷ ହିତାଧିକାରୀ ; ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା

ରାସନ୍ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା ।  ବାଦ୍ ପଡ଼ିପାରନ୍ତି ୨୦ ଲକ୍ଷ ହିତାଧିକାରୀ । ଜୁନରେ ସରିବ ଇ-କେୱାଇସି ପ୍ରକ୍ରିୟା । ୨୫ ପ୍ରତିଶତ ହିତାଧିକାରୀ ଇ-କେୱାଇସି କରିଥିବା ମନ୍ତ୍ରୀଙ୍କ

ରାସନ କାର୍ଡ

ରାସନ କାର୍ଡ Photograph: (କନକ ନ୍ୟୁଜ୍)

 କନକ ବ୍ୟୁରୋ: ରାସନ୍ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଇଛନ୍ତି ବଡ଼ ସୂଚନା । ବାଦ୍ ପଡ଼ିପାରନ୍ତି ୨୦ ଲକ୍ଷ ହିତାଧିକାରୀ । ଜୁନରେ ସରିବ ଇ-କେୱାଇସି ପ୍ରକ୍ରିୟା । ୨୫ ପ୍ରତିଶତ ହିତାଧିକାରୀ ଇ-କେୱାଇସି କରିଥିବା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।  ୯୫ ପ୍ରତିଶତ ହିତାଧିକାରୀ ଇ- କେୱାଇସି କରିଛନ୍ତି । ଜୁନରେ ପ୍ରକ୍ରିୟା ସରିଲେ ଯେଉଁମାନେ କରିନାହାନ୍ତି ସେମାନଙ୍କୁ ବାଦ୍ ଦିଆଯିବ । ୬ ଲକ୍ଷ ରାସନ କାର୍ଡ ଏବେ ଦିଆଚାଲିଛି ଆଉ ୧୫ ଲକ୍ଷ କାର୍ଡ ପାଇଁ ମଞ୍ଜୁରି ସରିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe