କନକ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଛନ୍ତି । ଏହା ସହ ମନ୍ତ୍ରୀ ସମ୍ପଦ ସ୍ବାଇଁ, ସୂର୍ଯ୍ୟବଂଶୀ ସୂରଜ ଓ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଅଛନ୍ତି । ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିଥିବା ସୂଚନା ମିଳିଛି । ତେବେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କାହା ଉପରେ ଆଲୋଚନା ହେବ ସନେଇ କୌଣସି ସୂଚନା ମିଳିନାହିଁ ।
ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ
ଏହା ସହ ମନ୍ତ୍ରୀ ସମ୍ପଦ ସ୍ବାଇଁ, ସୂର୍ଯ୍ୟବଂଶୀ ସୂରଜ ଓ ନିତ୍ୟାନନ୍ଦ ଗଣ୍ଡ ପ୍ରମୁଖ ସାମିଲ ଅଛନ୍ତି । ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ଭେଟିଥିବା ସୂଚନା ମିଳିଛି ।
/kanak/media/media_files/2025/08/30/23-2025-08-30-13-14-33.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)