କନକ ବ୍ୟୁରୋ: ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ଆସନ୍ତା ୧୩ ତାରିଖରୁ ବଜେଟ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ତେଣୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ସମେତ ବିଧାନସଭାରେ ଆଗତ ହେବାକୁ ଥିବା ବିଭିନ୍ନ ବିଲକୁ କ୍ୟାବିନେଟରେ ଉପସ୍ଥାପନ କରାଯାଇପାରେ । କ୍ୟାବିନେଟ ବୈଠକ ସରିଲା ପରେ ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ କାର୍ୟ୍ୟକ୍ରମ ରହିଛି ।
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ; ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ମନ୍ତ୍ରୀ ପରିଷଦ ବୈଠକ ବସିବା ନେଇ ମଧ୍ୟ ସୂଚନା ।
/kanak/media/media_files/2025/02/07/kVQsyZxcFJFinaHnVcBF.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)