ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗରେ ଆଇନ ମନ୍ତ୍ରୀଙ୍କ ବଡ଼ ସଙ୍କେତ । ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା

Advertisment

ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ। ରିହାବିଲିଟେନ୍ ଯୋଜନାରେ ହୋଇପାରେ ସଂଶୋଧନ। କିଛି ଏଭଳି ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ। ରିହାବିଲିଟେନ୍ ଯୋଜନାରେ ହୋଇପାରେ ସଂଶୋଧନ। କିଛି ଏଭଳି ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ।

JOB

କନକ ବ୍ୟୁରୋ : ପରିବାର ସଦସ୍ୟଙ୍କୁ ଚାକିରି ପ୍ରସଙ୍ଗ । ରିହାବିଲିଟେନ୍ ଯୋଜନାରେ ହୋଇପାରେ ସଂଶୋଧନ । କିଛି ଏଭଳି ସଙ୍କେତ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । କହିଛନ୍ତି, ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ପରିବାର ସଦସ୍ୟଙ୍କୁ ମିଳିବ ମୋଟା ଅଙ୍କର ଅନୁକମ୍ପା । କିଛି ଦିନ ତଳେ କ୍ୟାବିନେଟରେ ଏ ନେଇ ବିତର୍କ ହୋଇଥିଲା । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସହ ଅନ୍ୟମାନେ ଏହି ପ୍ରସ୍ତାବ ଉପସ୍ଥାପନ କରିଥିଲେ । ସରକାରୀ ଚାକିରିଆଙ୍କ ମୃତ୍ୟୁ ହେଲେ, ସେମାନଙ୍କ ପରିବାରର ସଦସ୍ୟଙ୍କୁ ଚାକିରି ବଦଳରେ ୩୦ରୁ ୪୦ ଲକ୍ଷ ଟଙ୍କା ଦେଇ ଥଇଥାନ ବ୍ୟବସ୍ଥା କରିବାକୁ ଆଇନ ମନ୍ତ୍ରୀ କହିଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe