କନକ ବ୍ୟୁରୋ : ଅଷ୍ଟ୍ରେଲିଆର ମେଲବର୍ଣ୍ଣ କ୍ରିକେଟ ଷ୍ଟାଡିୟମରେ ଡକ୍ଟର ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି । ହାତରେ କଳା ପଟି ବାନ୍ଧି ପଡିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି । ଭାରତ ଓ ଅଷ୍ଠ୍ରେଲିଆ ମଧ୍ୟରେ ଏବେ ବକ୍ସିଂ ଡେ ଟେଷ୍ଟ ଚାଲିଛି । ଆଜି ସକାଳୁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସମ୍ମାନ ଜଣାଇ ଟିମ ଇଣ୍ଡିଆର ସମସ୍ତ ଖେଳାଳି ହାତରେ କଳା ପଟି ପିନ୍ଧି ଖେଳୁଛନ୍ତି।