କନକ ବ୍ୟୁରୋ : ରାଜଧାନୀରେ ଥମୁନି ଆମ ବସ୍ ଦୁର୍ଘଟଣା । ଦୈନିକ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଛି ଆମ ବସ୍ । ଆଜି ଖଣ୍ଡଗିରି ଛକରେ ଆମ ବସ୍ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଆମ ବସ୍ ମାଡିଯିବାରୁ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ସେଠାରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ବସଟିକୁ ଅଟକାଇବା ସହ ରାସ୍ତା ଅବରୋଧ କରିଛନ୍ତି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us