କନକ ବ୍ୟୁରୋ: ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ମଧ୍ୟ ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି।
ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି
ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)