ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି

Advertisment

ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।

dw

qwd

କନକ ବ୍ୟୁରୋ: ନୂଆ ବର୍ଷରେ ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି । ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ ଓ କଲେଜ ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚୁଇଟି ବୃଦ୍ଧିକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଗ୍ରାଚୁଇଟି ରାଶି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ରାଜ୍ୟର ସରକାରୀ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣ ଶିକ୍ଷକ କର୍ମଚାରୀ ମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ମଧ୍ୟ ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe