ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ : ଭାଙ୍ଗିଲା ବ୍ୟାରିକେଡ, ପୋଲିସକୁ ଧକ୍କା ଦେଇ ଧସେଇ ପଶିଲେ

Advertisment

ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି । ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଛନ୍ତି ଲୋକ ।   ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି।

ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି । ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଛନ୍ତି ଲୋକ ।   ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି।

bariked

bariked Photograph: (bariked )

କନକବ୍ୟୁରୋ :   ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି । ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ୍ ଭାଙ୍ଗିଛନ୍ତି ଲୋକ ।    ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରମନ୍ଦିର ନିକଟ ଜନସମୁଦ୍ର ପାଲଟିଛି । ରାତି ଅଧରୁ ଭିଡ଼ ଜମାଇଛନ୍ତି ଶ୍ରଦ୍ଧାଳୁ  । ଭକ୍ତଙ୍କ ପାଇଁ ରାତି ଅଧରେ ପହଡ଼ ଖୋଲିଥିଲା  ।   

ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି ।  ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ପର୍ଯ୍ୟନ୍ତ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। କେବଳ ସିଂହଦ୍ବାର ଦେଇ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ଅନୁମତି ମିଳୁଛି    ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିହେବ । ଭିଡ଼ ନିୟନ୍ତ୍ରଣ ପାଇଁ ୬୦ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe