Photograph: (kanaknews)
କନକବ୍ୟୁରୋ : ମଧ୍ୟ ରାତିରେ ‘ଅପରେସନ ସିନ୍ଦୂର’ ଆରମ୍ଭ କଲା ଭାରତୀୟ ସେନା । ପାକ୍ ଅଧିକୃତ କାଶ୍ମୀର PoK ର ୯ଟି ଆତଙ୍କୀ ଶିବିର ଉପରେ ଆରମ୍ଭ ହେଲା ଆକ୍ରମଣ । ଭାରତୀୟ ସେନାର ସୂଚନା ଅନୁସାରେ, ପାକିସ୍ତାନ ସେନାର କୌଣସି ଶିବିର ଉପରେ ଆକମ୍ରଣ କରାଯାଇ ନାହିଁ । ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ଭାରତ ନେଲା ପଦକ୍ଷେପ । ପାକିସ୍ତାନ ଉପରେ ଆରମ୍ଭ କରିଛି ଭାରତ ସିନ୍ଦୁର ର ବଦଲା ଅପେରସନ ସିନ୍ଦୁର ରେ ନେଇଛି ଭାରତ । ପ୍ରତିବଦଳରେ ପାକିସ୍ତାନ ଜବାବ ଦେବ ନେଇ ସୁଚନନା ମଧ୍ୟ ଦେଇଛି ,ପାକିସ୍ତାନ ଆତଙ୍କୀ ଶିବିର ଉପରେ ମିସାଇଲ ଆଟାକ କରିଛି ଭାରତ ବର୍ତ୍ତମାନର ପ୍ରାଥମିକ ସୁଚନା ଆତଙ୍କୀ ଏବେ ସୁଦ୍ଧା ୯୦ ଜଣ ନିପାତ ହୋଇଛନ୍ତି ।
Follow Us