କନକ ବ୍ୟୁରୋ, ପହଲଗାମ୍ ଆକ୍ରମଣ ପରେ ଗୋଟିଏ ପରେ ଗୋଟିଏ ବଡ ଆକ୍ସନ ନେଉଛି ଭାରତ । ସିନ୍ଧୁ ନଦୀ ପାଣି ବନ୍ଦ କରିବା ପରେ ଏବେ ଡିଜିଟାଲ୍ ଷ୍ଟ୍ରାଇକ୍ କରିଛି ଭାରତ । ଭାରତରେ ପାକିସ୍ତାନ୍ ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ୍ କରିଦିଆଯାଇଛି । ପହଲଗାମ୍ ଅତଙ୍କୀ ଅକ୍ରମଣ ପରେ ଏହା ଦ୍ୱିତୀୟ ବଡ କାର୍ଯ୍ୟାନୁଷ୍ଠାନ ବୋଲି କୁହାଯାଉଛି । ପାକିସ୍ତାନର ୧୬ଟି ୟୁଟ୍ୟୁବ୍ ଚ୍ୟାନେଲ୍ ଉପରେ ପ୍ରତିବନ୍ଧକ ଲଗାଇଛି ଭାରତ । ପୁର୍ବରୁ ସୋସିଆଲ ମିଡିଆ 'ଏକ୍ସ' ବନ୍ଦ କରିଥିଲା ଭାରତ ।
ଭାରତର ଡିଜିଟାଲ୍ ଷ୍ଟ୍ରାଇକ୍ : ପାକିସ୍ତାନ ବିରୋଧରେ ଭାରତର ବଡ କାର୍ଯ୍ୟାନୁଷ୍ଠାନ
ପହଲଗାମ୍ ଆକ୍ରମଣ ପରେ ଗୋଟିଏ ପରେ ଗୋଟିଏ ବଡ ଆକ୍ସନ ନେଉଛି ଭାରତ ।
/kanak/media/media_files/2025/04/28/rKi0w8gtPZb06WYFmlDO.jpg)