ଦେଶର ପ୍ରଥମ ମିଲିଟାରି ଏୟାରକ୍ରାଫ୍ଟ କାରଖାନା ଉଦଘାଟନ : ଘଣ୍ଟା ପ୍ରତି ୪୮୨ କିଲୋମିଟର ଉଡ଼ି ପାରିବ ଏହି ଯୁଦ୍ଧବିମାନ

Advertisment

ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ । ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ସୋମବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ

narendra modi

କନକବ୍ୟୁରୋ : ଗୁଜରାଟର ଭଦୋଦରାରେ ଉଦଘାଟିତ ହୋଇଛି ଦେଶର ପ୍ରଥମ ଘରୋଇ ଯୁଦ୍ଧ ବିମାନ ଉତ୍ପାଦନ ପ୍ଲାଣ୍ଟ। ଟାଟା ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ଏହି ପ୍ଲାଣ୍ଟର ସୋମବାର ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ । 

ଏହି ଏୟାରକ୍ରାଫ୍ଟ କମ୍ପ୍ଲେକ୍ସରେ ସ୍ପେନର ଏୟାରବସ୍ ସହଯୋଗରେ ସି-୨୯୫ ଯୁଦ୍ଧ ବିମାନ ନିର୍ମାଣ କରାଯିବ । ଚଳିତ ବର୍ଷରୁ ଯୁଦ୍ଧ ବିମାନ ନିର୍ମାଣ କାର୍ଯ୍ୟ  ଆରମ୍ଭ ହେବ । ପ୍ରଥମ ଯୁଦ୍ଧ ବିମାନ ନିର୍ମାଣ କାର୍ଯ୍ୟ  ୨୦୨୬ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଏହାପରେ ୨୦୩୧ମଧ୍ୟରେ ୪୦ଟି ସି-୨୯୫ ଯୁଦ୍ଧ ବିମାନ ନିର୍ମାଣ କରାଯିବ। ତେବେ ଏହି ଯୁଦ୍ଧ ବିମାନ ନିର୍ମାଣ କରିବାର ଉଦ୍ଦେଶ୍ୟ କଣ, କଣ ରହିଛି ଏହାର ବିଶେଷତା ଦେଖିବା ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe