କନକ ବ୍ୟୁରୋ : ଅନୁଗୁଳରେ ଏନକାଉଣ୍ଟର । କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର । ତାଳଚେର ସ୍କଟ୍ଲ୍ୟାଣ୍ଡପୁର ଜଙ୍ଗଲରେ ପୋଲିସ ସୁଶାନ୍ତ ନାୟକକୁ ଏନକାଉଣ୍ଟର କରିଥିବା ସୂଚନା ମିଳିଛି । ଏହି ଅପରାଧୀର ବାମଗୋଡ଼ରେ ଗୁଳି ବାଜିଥିବା ଜଣାପଡିଛି ।
ଗୁରୁତର ଅବସ୍ଥାରେ ସୁଶାନ୍ତକୁ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୁଳି କରି ଖସି ଯାଉଥିବା ବେଳେ ପୋଲିସ ପାଲଟା ଏନକାଉଣ୍ଟର କରିଥିଲା । ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଥାନାରେ ଗଣ୍ଡାଗଣ୍ଡା ଅପରାଧିକ ମାମଲା ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/04/03/L7t8IhjbNjgiyg2FDXB9.jpg)