କନକବ୍ୟୁରୋ : ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ।  ରାଜ୍ୟ ସରକାର ୧୭ ଜଣ ଆଇପିଏସ୍‌ ଓ ଜଣେ ଓଏଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି  ।  ଏହି କ୍ରମରେ ସରକାର ପୁରୀ ଏସ୍‌ପିଙ୍କୁ ବଦଳି ହୋଇଛି ।  ଏଠାରେ ପିନାକ ମିଶ୍ରଙ୍କ ସ୍ଥାନରେ ପ୍ରତୀକ ସିଂହଙ୍କୁ ନୂଆ ଦାୟିତ୍ବ ମିଳିଛି ।