ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

Advertisment

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି ।

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି ।

ips reshuffle

ips reshuffle Photograph: (kanak news)

କନକ ବ୍ୟୁରୋ: ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର । ଆଜି ଗୃହ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବା ସହିତ ଆଇପିଏସ୍ ସ୍ତରରେ ଅଦଳବଦଳ ନେଇ ସୂଚନା ଦିଆଯାଇଛି । ଏଥିରେ ବରିଷ୍ଠ ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ନକ୍ସଲ ବିରୋଧୀ ଅପରେସନ୍ ଭାବେ ଦାୟିତ୍ୱ ଦିଆଯାଇଛି । ସେହିପରି ଅଖିଳେଶ୍ୱର ସିଂଙ୍କୁ ସ୍ୱତନ୍ତ୍ର ଗୁଇନ୍ଦା ଶାଖାର ଡିଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ଅନ୍ୟପଟେ କେଭି ସିଂଙ୍କୁ ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe