କାଲି ୫ଘଣ୍ଟା ଜଗା ଦର୍ଶନ ବନ୍ଦ ; ଶୃଙ୍ଗାର ହେବେ ମହାପ୍ରଭୁ

ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ।

ଅଦ୍ୟତନ ହୋଇଛି
jaga--

jaga-- Photograph: (kanakNews)

କନକ ବ୍ୟୁରୋ:   ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ୟ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ବୁଧବାର ଶ୍ରୀମନ୍ଦିରରେ ହେବ ଶ୍ରୀଜୀଉଙ୍କ ଗୁପ୍ତ ନୀତି। ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୫ ଘଣ୍ଟା ବନ୍ଦ ରହିବ।  ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ୟ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe