କାଲି ୪ ଘଣ୍ଟା କାଳିଆ ଦର୍ଶନ ବନ୍ଦ; ପଇତା ପିନ୍ଧିବେ ମହାପ୍ରଭୁ

ଆସନ୍ତା କାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଲାଗି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଅନୁଷ୍ଠିତ ହେବାକୁ ଯାଉଛି ଶ୍ରୀଜିଉଙ୍କ ପଇତାଲାଗି ନୀତି ।

51aaa

କନକ ବ୍ୟୁରୋ: ଆସନ୍ତା କାଲି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଲାଗି ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । କାଲି ଅନୁଷ୍ଠିତ ହେବାକୁ ଯାଉଛି ଶ୍ରୀଜିଉଙ୍କ ପଇତାଲାଗି ନୀତି । ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଭକ୍ତଙ୍କ ପାଇଁ ବନ୍ଦ ରହିବ ଜଗା ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅବଗତ କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe