ଧରାବତରଣ କରିବେ ଜଗତଜନନୀ : ଆଜିଠୁ ମା’ଙ୍କ ଷୋଳପୂଜା ଆରମ୍ଭ

Advertisment

ଦୁର୍ଗା ପୂଜା ପାଇଁ ଚଳଚଞ୍ଚଳ ହେବ ଶକ୍ତିପୀଠ । ବିଭିନ୍ନ ପୀଠରେ ଆଜିଠୁ ଆରମ୍ଭ ହେବ ମାଆଙ୍କ ଷୋଡ଼ଶ ଉପଚାର ପୂଜା । ସ୍ବତନ୍ତ୍ର ରିତିନୀତି ଅନୁଯାଇ ମାଆଙ୍କ ପୂଜାର୍ଚ୍ଚନା କରାଯିବ

ଦୁର୍ଗା ପୂଜା ପାଇଁ ଚଳଚଞ୍ଚଳ ହେବ ଶକ୍ତିପୀଠ । ବିଭିନ୍ନ ପୀଠରେ ଆଜିଠୁ ଆରମ୍ଭ ହେବ ମାଆଙ୍କ ଷୋଡ଼ଶ ଉପଚାର ପୂଜା । ସ୍ବତନ୍ତ୍ର ରିତିନୀତି ଅନୁଯାଇ ମାଆଙ୍କ ପୂଜାର୍ଚ୍ଚନା କରାଯିବ

maa 1

କନକବ୍ୟୁରୋ : ଦୁର୍ଗା ପୂଜା ପାଇଁ ଚଳଚଞ୍ଚଳ ହେବ ଶକ୍ତିପୀଠ । ବିଭିନ୍ନ ପୀଠରେ ଆଜିଠୁ ଆରମ୍ଭ ହେବ ମାଆଙ୍କ ଷୋଡ଼ଶ ଉପଚାର ପୂଜା । ସ୍ବତନ୍ତ୍ର ରିତିନୀତି ଅନୁଯାଇ ମାଆଙ୍କ ପୂଜାର୍ଚ୍ଚନା କରାଯିବ ।

 ଆଜି ମୂଳାଷ୍ଟମୀ । ରାଧାଷ୍ଟମୀରୁ ଶୟନ ନୀତିରେ ଥିବା ମାଆଙ୍କୁ ମୂଳାଷ୍ଟମୀରେ ଜାଗ୍ରତ କରାଯାଏ । ମାଆଙ୍କୁ ଜାଗ୍ରତ କରିବା ପାଇଁ ସହସ୍ର କୁମ୍ଭାଭିଷେକ ନୀତି ଅନୁଷ୍ଠିତ ହୁଏ । ଶ୍ରୀମନ୍ଦିର ସମେତ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆଜିଠୁ ସ୍ବତନ୍ତ୍ର ପୂଜା ବିଧି ଅନୁଷ୍ଠିତ ହେବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe