କନକ ବ୍ୟୁରୋ: ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିନଟେଣ୍ଡେଂଟ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ରେଡ କରୁଛି ଭିଜିଲାନ୍ସ। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି।

Advertisment