କନକ ବ୍ୟୁରୋ : ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ମାମଲା । ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାକୁ ଗିରଫ କଲା ପୋଲିସ । ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା ବେଳେ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ଜଣକ ନାବାଳିକାକୁ ନିଜ ଘରେ ଥିବା ଠେକୁଆ ଦେଖାଇବାକୁ କହି ଘରକୁ ନେଇ ଦୁଷ୍କର୍ମ କରିଥିବା ଜଣାପଡ଼ିଛି । ନାବାଳିକା ଜଣକ ଗୁରୁତର ଥିବା ବେଳେ କଟକ ବଡ଼ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି ।
ଯାଜପୁର ବରୀ ଅଞ୍ଚଳରେ ୭ବର୍ଷର ନାବାଳିକାକୁ ଦୁଷ୍କର୍ମ ଘଟଣା : ୪ ଦିନ ପରେ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ମାମଲା । ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାକୁ ଗିରଫ କଲା ପୋଲିସ ।