କେ କବିତାଙ୍କୁ ଜାମିନ ; ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଦେଲେ ଅନୁମତି

ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଭାରତୀୟ ରାଷ୍ଟ୍ର ସମିତି ନେତ୍ରୀ କେ.କବିତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ମଞ୍ଜୁର କରିବା ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସାକ୍ଷ୍ୟ ଦିଆଯାଇଛି, ଚାର୍ଜସିଟ୍ ଦାଖଲ କରାଯାଇଛି।

kavita

କନକ ବ୍ୟୁରୋ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ସୁପ୍ରିମକୋର୍ଟ ଭାରତୀୟ ରାଷ୍ଟ୍ର ସମିତି ନେତ୍ରୀ କେ.କବିତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ମଞ୍ଜୁର କରିବା ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସାକ୍ଷ୍ୟ ଦିଆଯାଇଛି, ଚାର୍ଜସିଟ୍ ଦାଖଲ କରାଯାଇଛି।

ବିଆରଏସ୍ ନେତାଙ୍କ ପକ୍ଷରୁ ଆଇନଜୀବୀ ମୁକୁଲ ରୋହତଗୀ କୋର୍ଟରେ ଯୁକ୍ତି ଉପସ୍ଥାପନ କରିଥିଲେ। ସେ ଫେରାର ହୋଇଯିବେ ନାହିଁ ବୋଲି ରୋହତଗୀ କହିଛନ୍ତି। ସେ ହେଉଛନ୍ତି ଏକ ଦଳର ନେତ୍ରୀ। ଜଷ୍ଟିସ ବିଆର ଗବାଇ ଏବଂ ଜଷ୍ଟିସ କେଭି ବିଶ୍ୱନାଥନଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରୁଛନ୍ତି। ଏହପୂର୍ବରୁ ଅଭିଯୁକ୍ତ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଏବେ ଅପେକ୍ଷା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଲାଲ କେବେ ଜାମିନ୍ ପାଇବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe