ଦେଶର ପ୍ରଥମ ରାଜ୍ୟ ଭାବେ କର୍ଣ୍ଣାଟକରେ ଏଣିକି ଇଚ୍ଛାମୃତ୍ୟୁକୁ ଅନୁମତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ଲାଗୁ

Advertisment

ଅତ୍ୟଧିକ ଗମ୍ଭୀର ରୋଗରେ ପୀଡିତ ବା ଯେଉଁ ରୋଗରେ ଚିକିତ୍ସା ନାହିଁ ସେଭଳି ସ୍ଥିତିରେ  ବ୍ୟକ୍ତି ସମ୍ମାନର ସହ ଇଚ୍ଛାମୃତ୍ୟୁ ଅଧିକାର ଅନୁସାରେ ନିଜ ଜୀବନ ତ୍ୟାଗ କରିପାରିବେ ।ନିକଟରେ ଏହି ପିଟିସନ ଉପରେ ଶୁଣାଣୀ କରି ସୁପ୍ରିମକୋର୍ଟ କର୍ଣ୍ଣାଟକ ସରକାରଙ୍କୁ ଅଧିକାର ଲାଗୁ କରିବାକୁ ଆଦେଶ ଦେଇଥିଲେ ।ଆଜି ଏହି ବାବଦରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ଏହା ପାଇଁ ନିଦ୍ଦିଷ୍ଟ ନିୟମ ରହିଛି ।

grtgtrdgxrtdg

rtgxtdrgxtd Photograph: (grthrth)

କନକ ବ୍ୟୁରୋ : ରାଇଟ ଟୁ ଡାଏ ଆକ୍ଟ  ୱିଥ ଡିଗନିଟି ବା ସମ୍ମାନର ସହ ଇଚ୍ଛାମୃତ୍ୟୁ ଅଧିକାର ଲାଗୁ ।ଦେଶର ପ୍ରଥମ ରାଜ୍ୟଭାବେ କର୍ଣ୍ଣାଟକ ସରକାର ନିର୍ଦ୍ଦେଶ ଲାଗୁ କରିଛନ୍ତି । ଅତ୍ୟଧିକ ଗମ୍ଭୀର ରୋଗରେ ପୀଡିତ ବା ଯେଉଁ ରୋଗରେ ଚିକିତ୍ସା ନାହିଁ ସେଭଳି ସ୍ଥିତିରେ  ବ୍ୟକ୍ତି ସମ୍ମାନର ସହ ଇଚ୍ଛାମୃତ୍ୟୁ ଅଧିକାର ଅନୁସାରେ ନିଜ ଜୀବନ ତ୍ୟାଗ କରିପାରିବେ ।ନିକଟରେ ଏହି ପିଟିସନ ଉପରେ ଶୁଣାଣୀ କରି ସୁପ୍ରିମକୋର୍ଟ କର୍ଣ୍ଣାଟକ ସରକାରଙ୍କୁ ଅଧିକାର ଲାଗୁ କରିବାକୁ ଆଦେଶ ଦେଇଥିଲେ ।ଆଜି ଏହି ବାବଦରେ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି କର୍ଣ୍ଣାଟକ ସ୍ବାସ୍ଥ୍ୟମନ୍ତ୍ରୀ । ତେବେ ଏହା ପାଇଁ ନିଦ୍ଦିଷ୍ଟ ନିୟମ ରହିଛି ।

କର୍ଣ୍ଣାଟକ‘ଇଚ୍ଛାମୃତ୍ୟୁ’କୁ ଅନୁମତି
ସମ୍ମାନଜନକ ଇଚ୍ଛାମୃତ୍ୟୁ ପାଇଁ ଟୁ-ଷ୍ଟେପ ମେଡିକାଲ ରିଭ୍ୟୁ ସିଷ୍ଟମ ଆବଶ୍ୟକ
ମୁଖ୍ୟତ ଲାଇଫ ସପୋର୍ଟ ସିଷ୍ଟମରେ ଥିବା ରୋଗୀଙ୍କ ପାଇଁ ଲାଗୁ ହେବ 
୩ଜଣ ସଦସ୍ୟଙ୍କୁ ନେଇ ଗଠିତ ଡାକ୍ତରୀଟିମ ରୋଗୀଙ୍କ ସ୍ବାସ୍ଥ୍ୟକୁ ନେଇ ପ୍ରଥମେ ନିରିକ୍ଷଣ କରିବେ
ଏନେଇ କୋର୍ଟଙ୍କୁ ଏକ ରିପୋର୍ଟ ଦେବେ
କୋର୍ଟଙ୍କ ଆଦେଶ ମିଳିବା ପରେ  ଇଚ୍ଛାମୃତ୍ୟୁକୁ ନେଇ ପ୍ରକ୍ରିୟା ଆରମ୍ଭ କରାଯିବ
ଏହା ପାଇଁ ରୋଗୀଙ୍କ ପରିବାରର ଅନୁମତି ବାଧ୍ୟତାମୂଳକ
ଅଧିନିୟମ ୧୯୯୪ ଅନୁସାରେ ଏହାକୁ କାର୍ୟ୍ୟକାରୀ କରାଯିବ
ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ଡାକ୍ତରଖାନାରେ ଲାଗୁ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe