କେନ୍ଦୁଝର ତୁରୁମୁଙ୍ଗା ନିକଟରେ ଓଲଟିଲା କୁକୁଡା ବୋଝେଇ ପିକଅପ୍ । ଲୋକେ ବୋହିନେଲେ କୁକୁଡା

Advertisment

ଅନୁଗୁଳରୁ ଏହି ଗାଡ଼ିଟି କୁକୁଡ଼ା ବୋଝେଇ କରି ରାଇରଙ୍ଗପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଓଲଟି ପଡ଼ିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀ ଗାଡ଼ିରୁ କୁକୁଡ଼ା ବୋହି ନେଇଥିଲେ। ତୁରମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଁଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ଗାଡ଼ିର ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। 

rferfefdv

କନକ ବ୍ୟୁରୋ : ଭାରସାମ୍ୟ ହରାଇ ଓଲଟି ପଡ଼ିଲା ପିକଅପ୍ ଭ୍ୟାନ, ଦୁର୍ଘଟଣାଗ୍ରସ୍ତ ଗାଡ଼ିରୁ କୁକୁଡା ବୋହିନେଲେ ସ୍ଥାନୀୟ ଲୋକ। କେନ୍ଦୁଝର ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଚିଲିଦା ନିକଟରେ ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି । ଅନୁଗୁଳରୁ ଏହି ଗାଡ଼ିଟି କୁକୁଡ଼ା ବୋଝେଇ କରି ରାଇରଙ୍ଗପୁର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଗାଡ଼ି ଓଲଟି ପଡ଼ିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀ ଗାଡ଼ିରୁ କୁକୁଡ଼ା ବୋହି ନେଇଥିଲେ। ତୁରମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଁଚି ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ଗାଡ଼ିର ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe