କନକ ବ୍ୟୁରୋ : ୫ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଖସାପଡ଼ା ନୀତି, ଦୀର୍ଘ ସମୟ ଧରି ଚାଲିବ ମହାପ୍ରଭୁଙ୍କ ଗୁପ୍ତ ସେବା
ଗୁପ୍ତ ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ।
/kanak/media/media_files/2025/03/31/Y4dNlg3nhjjcz1L508mF.jpg)