ଗଣତନ୍ତ୍ର ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା : କଟକଣା ଜାରି କଲା କୋରାପୁଟ ଜିଲ୍ଲା ପ୍ରଶାସନ

Advertisment

ସାଧାରଣତନ୍ତ୍ର  ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା। ଆସନ୍ତା  ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲ୍ଲାରେ ଆମିଷ ବିକ୍ରି ଉପରେ  ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।

ସାଧାରଣତନ୍ତ୍ର  ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା। ଆସନ୍ତା  ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲ୍ଲାରେ ଆମିଷ ବିକ୍ରି ଉପରେ  ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।

non veg work

Photograph: (kanaknews)

କନକବ୍ୟୁରୋ :  ସାଧାରଣତନ୍ତ୍ର  ଦିବସରେ ଆମିଷ ବିକ୍ରି ବନ୍ଦ ନେଇ ନିର୍ଦ୍ଦେଶନାମା। ଆସନ୍ତା  ଜାନୁଆରୀ ୨୬ରେ ଅନୁଷ୍ଠିତ ହେବାକୁ ଥିବା ୭୭ ତମ ଗଣତନ୍ତ୍ର ଦିବସରେ କୋରାପୁଟ ଜିଲ୍ଲାରେ ଆମିଷ ବିକ୍ରି ଉପରେ  ଜିଲାପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି ।  

ଅଧିକ ପଢନ୍ତୁ..ହୁହୁ ହୋଇ ବଢ଼ିଚାଲିଛି ସୁନା ଦର : ବସନ୍ତ ପଞ୍ଚମୀରେ ରେକର୍ଡ ଛୁଇଁଲା ସୁନା ଦର

କୋରାପୁଟ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଶୁକ୍ରବାର ଏ ସମ୍ପର୍କରେ ଜିଲାର ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀ ମାନଙ୍କୁ ଚିଠି କରି ଏହା କଡାକଡି ଭାବେ ରୂପାୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  ଜାନୁଆରୀ ୨୬ ସୋମବାର ଦିନ ଜିଲ୍ଲାର ସବୁ ଅଞ୍ଚଳରେ ଯେପରି ଛେଳି ମାଂସ, କୁକୁଡ଼ା ମାଂସ,ମାଛ, ଅଣ୍ଡା ଏବଂ ଅନ୍ୟାନ୍ୟ ଆମିଷ ଜାତୀୟ ଖାଦ୍ୟ ବିକ୍ରି ନହୁଏ ସେଥିପ୍ରତି କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe