ସରିଲା କୁମ୍ଭମେଳା । ଶେଷ ଦିନରେ ସଂଗମ ସ୍ଥଳରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ । ୪୫ ଦିନରେ ବୁଡ ପକାଇଲେ ୬୬ କୋଟିରୁ ଅଧିକ ଲୋକ

Advertisment

ମହାଶିବରାତ୍ରୀରେ ଅନ୍ତିମ ଅମୃତ ସ୍ନାନ ସହ ଶେଷ ହୋଇଛି ପୂର୍ଣ୍ଣ ମହାକୁମ୍ଭ। ୧୪୪ ବର୍ଷ ପରେ ଏଭଳି ଏକ ଐତିହାସିକ ମୁହୂର୍ତ୍ତର ମୂକ ସାକ୍ଷୀ ହେବା ଲାଗି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଏବେ ପ୍ରୟାଗରାଜରେ ବୁଡ଼ ପକାଇବା ପାଇଁ ଏକାଠି ହୋଇଛନ୍ତି।

ମହାଶିବରାତ୍ରୀରେ ଅନ୍ତିମ ଅମୃତ ସ୍ନାନ ସହ ଶେଷ ହୋଇଛି ପୂର୍ଣ୍ଣ ମହାକୁମ୍ଭ। ୧୪୪ ବର୍ଷ ପରେ ଏଭଳି ଏକ ଐତିହାସିକ ମୁହୂର୍ତ୍ତର ମୂକ ସାକ୍ଷୀ ହେବା ଲାଗି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଏବେ ପ୍ରୟାଗରାଜରେ ବୁଡ଼ ପକାଇବା ପାଇଁ ଏକାଠି ହୋଇଛନ୍ତି।

sgfdsfdgfdg

କନକ ବ୍ୟୁରୋ : ସରିଲା ମହା କୁମ୍ଭମେଳା। ଶେଷ ଦିନରେ ସଙ୍ଗମ ସ୍ଥଳରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼। ୪୫ଦିନରେ ୬୬କୋଟିରୁ ଅଧିକ ବୁଡ ପକାଇଥିବା ସୂଚନା। ମହାଶିବରାତ୍ରୀରେ ଅନ୍ତିମ ଅମୃତ ସ୍ନାନ ସହ ଶେଷ ହୋଇଛି ପୂର୍ଣ୍ଣ ମହାକୁମ୍ଭ। ୧୪୪ ବର୍ଷ ପରେ ଏଭଳି ଏକ ଐତିହାସିକ ମୁହୂର୍ତ୍ତର ମୂକ ସାକ୍ଷୀ ହେବା ଲାଗି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଏବେ ପ୍ରୟାଗରାଜରେ ବୁଡ଼ ପକାଇବା ପାଇଁ ଏକାଠି ହୋଇଛନ୍ତି। ଜାନୁଆରି ୧୩ ତାରିଖ ପୌଷ ପୂର୍ଣ୍ଣିମାରେ ଆରମ୍ଭ ହୋଇଥିଲା ମହାକୁମ୍ଭ ।ଦେଢ଼ମାସ ପରେ ଶେଷ ହୋଇଛି ମେଳା। ଆସ୍ଥା ଓ ବିଶ୍ୱାସର ପ୍ରତୀକ ମହାକୁମ୍ଭରେ ୬୬ କୋଟି ଲୋକ ସଙ୍ଗମରେ ବୁଡ଼ ପକାଇ ସାରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe