ମାର୍ଚ୍ଚ ୧୬ରେ ରାଜ୍ୟସଭା ଭୋଟ୍, ଆଜି ନାମାଙ୍କନର ଶେଷ ସୁଯୋଗ

Advertisment

ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ । ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି ।

Election News

Election News Photograph: (Kanak News)

କନକ ବ୍ୟୁରୋ : ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ । ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି ।

ବିଜେପିରୁ ମନମୋହନ ସାମଲ, ସୁଜିତ୍ କୁମାର ବିଜେଡିରୁ ସଂତୃପ୍ତ ମିଶ୍ର , କମନ କ୍ୟାଣ୍ଡିଡେଟ୍ ଦତ୍ତେଶ୍ବର ହୋତା ଓ ସ୍ବାଧୀନ ପ୍ରାର୍ଥୀ ଦିଲ୍ଳୀପ ରାୟ ନାମାଙ୍କନ ଦାଖଲ କରିବେ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଛି  କିନ୍ତୁ ଫେବ୍ରୁଆରୀ ୨୬ରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ବି ଏପର୍ୟ୍ୟନ୍ତ କେହି ନାମାଙ୍କନ ଦାଖଲ ନାହାନ୍ତି ।

ଅଧିକ ପଢନ୍ତୁ : ବିହାରରୁ ରାଜ୍ୟସଭା ପାଇଁ ନିତିନ ନବୀନ ହେଲେ ବିଜେପି ପ୍ରାର୍ଥୀ, ଆସାମ ସମେତ ୬ ରାଜ୍ୟର ୯ ପ୍ରାର୍ଥୀଙ୍କ ନାମ ଘୋଷଣା

ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ କାଲି ସମସ୍ତେ ନାମାଙ୍କନ ଦାଖଲ କରିବେ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe