ଆସନ୍ତା ୧୧ରେ କଟକ ବାଲିଯାତ୍ରା ପଡିଆରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା କରିବେ କାର୍ଯ୍ୟକାରୀ

Advertisment

କଟକ ତଳ ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା । ୧୧ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଏହାର ଶୁଭାରମ୍ଭ କରିବେ । ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

କଟକ ତଳ ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା । ୧୧ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଏହାର ଶୁଭାରମ୍ଭ କରିବେ । ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

adw

Photograph: ( kanak news)

କନକ ବ୍ୟୁରୋ: କଟକ ତଳ ବାଲିଯାତ୍ରା ପଡ଼ିଆରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା । ୧୧ତାରିଖରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଏହାର ଶୁଭାରମ୍ଭ କରିବେ । ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସାରା ଭାରତରେ ୨ହଜାର ୯ଶହରୁ ଅଧିକ ହସ୍ପିଟାଲରେ ଲାଗୁ ହେବ ଆୟୁଷ୍ମାନ ଭାରତ। ଓଡ଼ିଶାରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେ.ପି. ନଡ୍ଡା । ରାଜ୍ୟର ସମସ୍ତ ୧୪ଶହ ୫ଟି ପିଏଚ୍‌ସିରେ ଏହାର ସିଧା ପ୍ରସାରଣ କରାଯିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe