ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବିଧାନସଭା ଷ୍ଟାଣ୍ଡିଙ୍ଗ୍ କମିଟି ବୈଠକ:ବିଭିନ୍ନ ପ୍ରସଙ୍ଗରେ ହେବ ଆଲୋଚନା

Advertisment

ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବିଧାନସଭା ଷ୍ଟାଣ୍ଡିଙ୍ଗ୍ କମିଟିର ବୈଠକ ଆରମ୍ଭ। କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।

ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବିଧାନସଭା ଷ୍ଟାଣ୍ଡିଙ୍ଗ୍ କମିଟିର ବୈଠକ ଆରମ୍ଭ। କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି ।

34444

କନକବ୍ୟୁରୋ: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବିଧାନସଭା ଷ୍ଟାଣ୍ଡିଙ୍ଗ୍ କମିଟିର ବୈଠକ ଆରମ୍ଭ। କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉନ୍ନତିମୂଳକ କାର୍ୟ୍ୟ, ଶ୍ରୀମନ୍ଦିରର ବିକାଶ ଓ ମହାପ୍ରଭୁଙ୍କ କୋଠଭୋଗ ଧନ ଯୋଜନା ସହ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରାଯାଉଛି। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ପୁରୀ ବିଧାୟକ ସୁନୀଲ ମହାନ୍ତି ଓ ଶ୍ରୀମନ୍ଦିରର ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe