ଭୁଶୁଡ଼ିଲା କୋଠା ; ୮ ମୃତ, ୨୮ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି

Advertisment

ଭୁଶୁଡ଼ିଲା କୋଠା। ଉତ୍ତରପ୍ରଦେଶ ଲକ୍ଷ୍ନୌ ଟ୍ରାନ୍ସପୋର୍ଟ ନଗରରେ କୋଠା ଭୁଶୁଡ଼ି ୮ ଜଣଙ୍କ ମୃତ୍ୟୁ। ୨୮ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଭୁଶୁଡ଼ିଲା କୋଠା। ଉତ୍ତରପ୍ରଦେଶ ଲକ୍ଷ୍ନୌ ଟ୍ରାନ୍ସପୋର୍ଟ ନଗରରେ କୋଠା ଭୁଶୁଡ଼ି ୮ ଜଣଙ୍କ ମୃତ୍ୟୁ। ୨୮ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

1111111

କନକ ବ୍ୟୁରୋ: ଭୁଶୁଡ଼ିଲା କୋଠା । ଉତ୍ତରପ୍ରଦେଶ ଲକ୍ଷ୍ନୌ ଟ୍ରାନ୍ସପୋର୍ଟ ନଗରରେ କୋଠା ଭୁଶୁଡ଼ି ୮ ଜଣଙ୍କ ମୃତ୍ୟୁ । ୨୮ଜଣ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ତେବେ ଭଗ୍ନାବଶେଷ ତଳେ ଆହୁରି ଅନେକ ଲୋକ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି । ସ୍ଥାନୀୟ ପ୍ରଶାସନ ସହ ଏନଡିଆରଏଫ, ଏସଡିଆରଏଫ ଉଦ୍ଧାରକାମରେ ନିୟୋଜିତ ହୋଇଛନ୍ତି । ଏହି ଘଟଣାରରେ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ମୃତକଙ୍କ ପରିବାର ପ୍ରତି  ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe