ତୃତୀୟଲିଙ୍ଗୀଙ୍କ ପାଇଁ ବଡ଼ ଘୋଷଣା : ନିଯୁକ୍ତି ବେଳେ ରହିବ ସଂରକ୍ଷଣ ବ୍ୟବସ୍ଥା,କାର୍ଯ୍ୟକାରୀ ହେବ ସୁରକ୍ଷା ଆଇନ

ତୃତୀୟ ଲିଙ୍ଗୀଙ୍କ ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା । ତୃତୀୟ ଲିଙ୍ଗୀ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଯିବ । ଆବେଦନ ଫର୍ମରେ ତୃତୀୟଲିଙ୍ଗୀଙ୍କ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିବ ।

3rd gender

3rd gender Photograph: (KanakNews)

କନକ ବ୍ୟୁରୋ : ତୃତୀୟ ଲିଙ୍ଗୀଙ୍କ ପାଇଁ ବଡ଼ ଘୋଷଣା। ନିଯୁକ୍ତି ବେଳେ ପରୀକ୍ଷା ନିୟମ ବଦଳିବ । ତୃତୀୟ ଲିଙ୍ଗୀଙ୍କ ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା । ତୃତୀୟ ଲିଙ୍ଗୀ ସୁରକ୍ଷା ଆଇନ କାର୍ଯ୍ୟକାରୀ କରାଯିବ । ଆବେଦନ ଫର୍ମରେ ତୃତୀୟଲିଙ୍ଗୀଙ୍କ ପାଇଁ ସ୍ୱତନ୍ତ୍ର ସ୍ଥାନ ରହିବ । ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ କମିଶନର ତଥା ସଚିବ ଆର ଏସ ଗୋପାଳନ ଚିଠି ଲେଖିଛନ୍ତି। ସବୁ ବିଭାଗ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe