ଭରତପୁର ଥାନା ମେଜର-ପୋଲିସ କଳି ଘଟଣା । ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ବିରୋଧରେ ଅପରାଧିକ ମାମଲା

Advertisment

ମେଜର ଗୁରୁବଂଶ ସିଂ ଙ୍କ ଲିଖିତ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ୍ ରୁଜୁ କଲା ମାମଲା। କେସ ନମ୍ୱର୍ ୧୧/୨୦୨୪ ରେ ରୁଜୁ ହେଲା ମାମଲା । ଅପରାଧୀ ଭଳି ଜେରା ହେଲେ ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଆଣ୍ଡ କୋ। ସେନା- ପୋଲିସ କଳିରେ ଏବେ ବଡ଼ କାର୍ୟ୍ୟାନୁଷ୍ଠାନ ନେଇଛି କ୍ରାଇମବ୍ରାଞ୍ଚ। 

ce;ee

କନକ ବ୍ୟୁରୋ : ଭରତପୁର ଥାନା ସେନା- ପୋଲିସ କଳିରେ ବଡ ଅପଡେଟ୍। ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସହ ନିଲମ୍ବିତ ହୋଇଥିବା ଅନ୍ୟ ପୋଲିସ କର୍ମଚାରୀଙ୍କ ବିରୋଧରେ ରୁଜୁ ହେଲା ଅପରାଧିକ ମାମଲା । ୫ ଜଣଙ୍କ ବିରୋଧରେ ମାମଲା ରୁଜୁ କଲା କ୍ରାଇମବ୍ରାଞ୍ଚ୍ । ଯୌନ ନିର୍ୟାତନା ଭଳି ସଙ୍ଗୀନ ଦଫାରେ ହେଲା ମାମଲା ରୁଜୁ । ମେଜର ଗୁରୁବଂଶ ସିଂ ଙ୍କ ଲିଖିତ ଏତଲା ଆଧାରରେ କ୍ରାଇମବ୍ରାଞ୍ଚ୍ ରୁଜୁ କଲା ମାମଲା। କେସ ନମ୍ୱର୍ ୧୧/୨୦୨୪ ରେ ରୁଜୁ ହେଲା ମାମଲା । ଅପରାଧୀ ଭଳି ଜେରା ହେଲେ ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର ଆଣ୍ଡ କୋ। ସେନା- ପୋଲିସ କଳିରେ ଏବେ ବଡ଼ କାର୍ୟ୍ୟାନୁଷ୍ଠାନ ନେଇଛି କ୍ରାଇମବ୍ରାଞ୍ଚ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe