Train Accident : ପୁଣି ବଡ଼ ଟ୍ରେନ୍‌ ଦୁର୍ଘଟଣା : ଏଯାଏଁ ଗଲାଣି ୧୦ ଜୀବନ

ଛତିଶଗଡ଼ରୁ ଆସୁଛି ବଡ଼ ଖବର । ବିଳାସପୁରରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ । ୨ଟି ଟ୍ରେନର ଭୟଙ୍କର ଧକ୍କା ପରେ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳୁଛି

16

Photograph: (KANAKNEWS)

କନକବ୍ୟୁରୋ : ଛତିଶଗଡ଼ରୁ ଆସୁଛି ବଡ଼ ଖବର । ବିଳାସପୁରରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ମାଲବାହୀ ଟ୍ରେନ୍ ଉପରେ ଚଢ଼ିଗଲା ଯାତ୍ରୀବାହୀ ଟ୍ରେନ । ୨ଟି ଟ୍ରେନର ଭୟଙ୍କର ଧକ୍କା ପରେ ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳୁଛି । ତେବେ ଦୁର୍ଘଟଣାରେ ୧୨ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି ।

ଭୟଙ୍କର ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି । ଉକ୍ତ ରୁଟରେ ଯାଉଥିବା ସମସ୍ତ ଟ୍ରେନକୁ ବନ୍ଦ କରିଦିଆଯାଇଛି । ତେବେ ମାଲବାହୀ ଟ୍ରେନ୍ ଉପରେ ଯାତ୍ରୀବାହୀ ଟ୍ରେନ ଚଢ଼ିଯିବାରୁ ଭୟଙ୍କର ଦୁର୍ଘଟଣା ଘଟିଛି ।  ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ପ୍ରାରମ୍ଭିକ ସୂଚନା ମିଳୁଛି । ଦୁର୍ଘଟଣାରେ ୧୨ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି  । ବିଳାସପୁର ଷ୍ଟେସନ ନିକଟରେ ୪ଟା ବେଳେ ଏହି ଦୁର୍ଘଟଣା ହୋଇଛି । ଦୁର୍ଘଟଣା ପରେ ଉଦ୍ଧାର ଉଦ୍ୟମ ଜାରି ରହିଛି  ।

ଖବର ଅପଡେଟ୍ ହେଉଛି ..... 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe