କନକ ବ୍ୟୁରୋ : ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ ଓ ନିର୍ୟାତନା ଘଟଣାରେ କଡା କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାକୁ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିବାସହ ସହ ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ। ଘଟଣାକୁ ନେଇ ବିବାଦ ତେଜିବାରେ ଲାଗିଛି। ସେପଟେ ସଂପୃକ୍ତ ଘଟଣାରେ ଭରତପୁର ଥାନାର ଆଇଆଇସି ଓ ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।
ଭରତପୁର ଥାନାରେ ମେଜରଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ବଡ଼ ହଲଚଲ । ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ ପଟ୍ଟନାୟକ
ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ ଓ ନିର୍ୟାତନା ଘଟଣାରେ କଡା କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାକୁ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିବାସହ ସହ ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ।
/kanak/media/media_files/cSsK6tzYURsBuGlRZopy.jpg)