କନକ ବ୍ୟୁରୋ : ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ ଓ ନିର୍ୟାତନା ଘଟଣାରେ କଡା କାର୍ୟ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଘଟଣାକୁ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ କହିବାସହ ସହ ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ। ଘଟଣାକୁ ନେଇ ବିବାଦ ତେଜିବାରେ ଲାଗିଛି। ସେପଟେ ସଂପୃକ୍ତ ଘଟଣାରେ ଭରତପୁର ଥାନାର ଆଇଆଇସି ଓ ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us