ମୋ ମନ ଖୋଲା ବହି, ମୋ ଆକାଉଣ୍ଟ ଚେକ୍ କର

Advertisment

ଆମ ଜୀବନ ଖୋଲା ବହି । ଆମ ଦଳର ନେତା ମାନଙ୍କ ଜୀବନ ବି ଖୋଲା । ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ । ଦାୟିତ୍ୱହିନ ମନ୍ତବ୍ୟ ଦେବା କଥା ନୁହେଁ । ଦଳର ଭାବମୂର୍ତ୍ତି ବହୁ ତ୍ୟାଗ ତପସ୍ୟା ପରେ ତିଆରି ହୋଇଛି ।

ଆମ ଜୀବନ ଖୋଲା ବହି । ଆମ ଦଳର ନେତା ମାନଙ୍କ ଜୀବନ ବି ଖୋଲା । ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ । ଦାୟିତ୍ୱହିନ ମନ୍ତବ୍ୟ ଦେବା କଥା ନୁହେଁ । ଦଳର ଭାବମୂର୍ତ୍ତି ବହୁ ତ୍ୟାଗ ତପସ୍ୟା ପରେ ତିଆରି ହୋଇଛି ।

Manua

Photograph: (kanakNews)

କନକ ବ୍ୟୁରୋ : ଆମ ଜୀବନ ଖୋଲା ବହି । ଆମ ଦଳର ନେତା ମାନଙ୍କ ଜୀବନ ବି ଖୋଲା । ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ । ଦାୟିତ୍ୱହିନ ମନ୍ତବ୍ୟ ଦେବା କଥା ନୁହେଁ । ଦଳର ଭାବମୂର୍ତ୍ତି ବହୁ ତ୍ୟାଗ ତପସ୍ୟା ପରେ ତିଆରି ହୋଇଛି । ଏମିତି ଦାୟିତ୍ୱହୀନ କଥା ଗଣମାଧ୍ୟମକୁ ନାଆସୁ । ପରୀକ୍ଷା ନିରୀକ୍ଷ କରନ୍ତୁ । ମୋ ଆକାଉଣ୍ଟ ନମ୍ବର ନେଇ ଚେକ କରନ୍ତୁ । ଦଳ ଆକାଉଣ୍ଟ ଖୋଲା ଅଛି । ରାଜା ଚକ୍ର ଓକିଲଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ରଖିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । 

ତେବେ ମନମୋହନ ସାମଲଙ୍କୁ ୧କୋଟି ଟଙ୍କା ଦିଆଯାଇଥିବା କଥା କହିଥିଲେ ରାଜା ଚକ୍ର ଓକିଲ । ଯାହାକୁ ନେଇ ବିବାଦ ସୃଷ୍ଟି ହୋଇଛି । ଏବଂ ପ୍ରତିକ୍ରିୟାଶୀଳ ହୋଇଛନ୍ତି ରାଜ୍ୟ ବିଜେପି ସଭାପତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe