କନକ ବ୍ୟୁରୋ : ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ଏହାସହ ପ୍ରାଣବିନ୍ଦୁ ଆଚାର୍ଯ୍ୟ ହେଲେ ସୂଚନା କମିଶନ ସଦସ୍ୟ । କଳ୍ପନା ପଟ୍ଟନାୟକ ଓ ପବିତ୍ର ମଣ୍ଡଳଙ୍କୁ ମଧ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି ।
ମନୋଜ କୁମାର ପରିଡା ନୂଆ ମୁଖ୍ୟ ସୂଚନା କମିଶନର : ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ
ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର ।
/kanak/media/media_files/2025/04/09/84g6jSkrSDA7UKGhWktm.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)