ମନୋଜ କୁମାର ପରିଡା ନୂଆ ମୁଖ୍ୟ ସୂଚନା କମିଶନର : ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ

ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର ।

ମନୋଜ କୁମାର ପରିଡା

ମନୋଜ କୁମାର ପରିଡା Photograph: (କନକ ନ୍ୟୁଜ୍)

କନକ ବ୍ୟୁରୋ  : ମନୋଜ କୁମାର ପରିଡା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଅବସରପ୍ରାପ୍ତ ଆଇଏଏସ୍ ଅଫିସର ମନୋଜ ପରିଡା । ୧୯୮୬ ମସିହାର ଆଇଏଏସ୍ ଅଫିସର ମନୋଜ କୁମାର । ପୂର୍ବରୁ ବିଭିନ୍ନ ବିଭାଗରେ ନିଜର କାର୍ଯ୍ୟଦକ୍ଷତାର ପ୍ରମାଣ ଦେଇସାରିଛନ୍ତି । ଏହାସହ ପ୍ରାଣବିନ୍ଦୁ ଆଚାର୍ଯ୍ୟ ହେଲେ ସୂଚନା କମିଶନ ସଦସ୍ୟ । କଳ୍ପନା ପଟ୍ଟନାୟକ ଓ ପବିତ୍ର ମଣ୍ଡଳଙ୍କୁ ମଧ୍ୟ କମିଶନ ସଦସ୍ୟ ଭାବେ ନିଯୁକ୍ତ  କରାଯାଇଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe