କନକ ବ୍ୟୁରୋ : ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ । ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି ।
ସୂଚନା ଆଧାରରେ, ଘଟଣାଟି ଘଟିଛି ଛତିଶଗଡ ବିଜାପୁରର ଭୈରବମଡ ଥାନା କେଶମୁଣ୍ଡା ଗାଁରେ । ମାଓବାଦୀଙ୍କ ଦ୍ୱାରା ହତ୍ୟା କରଯାଇଥିବା ଯୁବକଙ୍କ ବୟସ ହେଉଛି ୪୧ ବର୍ଷ । ମାଓବାଦୀଙ୍କ ବିରୋଧରେ ସେ ପୋଲିୟକୁ ସୂଚନା ଦେଉଥିବା ନେଇ ମାଓବାଦୀଙ୍କୁ ଖବର ମିଳିଛିଲେ । ଯହାକୁ ନେଇ ଘରେ ପଶି ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ତେବେ ସତରେ ମୃତ ଯୁବକ ପୋଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ନାହିଁ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/01/27/pUKm5FVqhBQcSgOOxTgG.jpg)