ଘରେ ପଶି ହାଣିଲେ ମାଓବାଦୀ । ପୁଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ଟାଙ୍ଗିଆରେ ହାଣିଲେ

Advertisment

ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ ।

ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ ।

Mao

Mao Photograph: (KanakNews )

କନକ ବ୍ୟୁରୋ : ଛତିଶଗଡ ବିଜାପୁରରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୁଲିସ ଇନଫର୍ମର ସନ୍ଦେହରେ ଜଣଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି । ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କରିଛନ୍ତି ମାଓବାଦୀ । ଟଙ୍ଗିଆ ସାହାଯ୍ୟରେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି । 

ସୂଚନା ଆଧାରରେ, ଘଟଣାଟି ଘଟିଛି ଛତିଶଗଡ ବିଜାପୁରର ଭୈରବମଡ ଥାନା କେଶମୁଣ୍ଡା ଗାଁରେ । ମାଓବାଦୀଙ୍କ ଦ୍ୱାରା ହତ୍ୟା କରଯାଇଥିବା ଯୁବକଙ୍କ ବୟସ ହେଉଛି ୪୧ ବର୍ଷ । ମାଓବାଦୀଙ୍କ ବିରୋଧରେ ସେ ପୋଲିୟକୁ ସୂଚନା ଦେଉଥିବା ନେଇ ମାଓବାଦୀଙ୍କୁ ଖବର ମିଳିଛିଲେ । ଯହାକୁ ନେଇ ଘରେ ପଶି ଯୁବକଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ତେବେ ସତରେ ମୃତ ଯୁବକ ପୋଲିସକୁ ଖବର ଦେଉଥିଲେ କି ନାହିଁ ତାର କୌଣସି ସୂଚନା ନାହିଁ 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe