ଭୁଶୁଡ଼ିଲା ମାର୍କେଟ କମ୍ପ୍ଲେକ୍ସ ଛାତ : ଗୁରୁତର ଅବସ୍ଥାରେ ୨ ଉଦ୍ଧାର

୪ ଜଣ ଛାତ ତଳେ ଚାପି ହୋଇଥିବା ବେଳେ ସେମାନଙ୍କ ଭିତରୁ ୨ ଜଣଙ୍କୁ ଉଦ୍ଧାର କରାଯାଇଛି । ଏବେ ବି ୨ ଜଣ ଫସିରହିଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି ।

RoofTop

RoofTop Photograph: (KanakNews)

କନକ ବ୍ୟୁରୋ : କୋରାପୁଟରେ ଭୁଶୁଡ଼ିଲା ମାର୍କେଟ୍ କମ୍ପ୍ଲେକ୍ସ ଛାତ । ୪ ଜଣ ଛାତ ତଳେ ଚାପି ହୋଇଥିବା ବେଳେ ସେମାନଙ୍କ ଭିତରୁ ୨ ଜଣଙ୍କୁ ଉଦ୍ଧାର କରାଯାଇଛି । ଏବେ ବି ୨ ଜଣ ଫସିରହିଛନ୍ତି । ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । କୋରାପୁଟ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ଥିବା ମାର୍କେଟ୍ କମ୍ପ୍ଲେକ୍ସର ଛାତ ଭୁଶୁଡ଼ି ପଡ଼ିଛି । ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଲୋକଙ୍କୁ ତୁରନ୍ତ ଉଦ୍ଧାର ପାଇଁ ଉଦ୍ୟମ ଜାରି ରହିଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe