କନକବ୍ୟୁରୋ : ଭୁବନେଶ୍ବର ସହିଦ ନଗରରେ ଭୟାବହ ଅଗ୍ନିକାଣ୍ଡ। ଏଠାରେ ଥିବା ଏକ ମିକ୍ସଚର ଫ୍ୟାକ୍ଟ୍ରିରେ ନିଆଁ ଲାଗିଛି । ହୁତୁହୁତୁ ହୋଇ ଜଳୁଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି । ନିଆଁ ଲାଗିବାର କାରଣ ଜଣାପଡ଼ିନଥିବା ବେଳେ ସ୍ଥାନୀୟ ପରିବେଶ ଧୁଆଁମୟ ହୋଇଯାଇଛି। ସେଠାରେ ଥିବା ସ୍ଥାନୀୟ ବାସିନ୍ଦା ଭୟବୀତ ଅବସ୍ଥାରେ ରହିଛନ୍ତି
ଭୁବନେଶ୍ବର ସହିଦ ନଗର ମିକ୍ସଚର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ : ନିଆଁ ଲାଗିବାର କାରଣ ଅସ୍ପଷ୍ଟ
ଭୁବନେଶ୍ବର ସହିଦ ନଗରରେ ଭୟାବହ ଅଗ୍ନିକାଣ୍ଡ। ଏଠାରେ ଥିବା ଏକ ମିକ୍ସଚର ଫ୍ୟାକ୍ଟ୍ରିରେ ନିଆଁ ଲାଗିଛି । ହୁତୁହୁତୁ ହୋଇ ଜଳୁଛି ନିଆଁ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି
/kanak/media/media_files/2025/03/08/BQucRRcPooeXPhCdnEy4.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)