କନକ ବ୍ୟୁରୋ: ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ । ରେଗୁଲାର,ଏକ୍ସ-ରେଗୁଲାର ପରୀକ୍ଷା ପାଇଁ ହେବ ଫର୍ମପୂରଣ । ନଭେମ୍ବର ୮ରୁ ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ସମସ୍ତେ କେବଳ ଅନଲାଇନରେ ଫର୍ମ ପୂରଣ କରିବେ । bseodisha.ac.in ରେ ଲଗ୍ ଅନ୍ କରି ଆବେଦନ କରିପାରିବେ ଛାତ୍ରଛାତ୍ରୀ । ସେହିପରି ସଂସ୍କୃତ ଟୋଲ୍ ପରୀକ୍ଷାର୍ଥୀ ମାନେ ନଭେମ୍ବର ୧୨ରୁ ୨୨ ତାରିଖ ପର୍ଯ୍ୟନ୍ତ ଅଫଲାଇନରେ ଫର୍ମ ପୂରଣ କରିବେ ।
ମାଟ୍ରିକ ପରୀକ୍ଷା ପାଇଁ ଆଜିଠୁ ଆରମ୍ଭ ହେବ ଫର୍ମ ପୂରଣ: ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଉଭୟ ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ
ନଭେମ୍ବର ୮ରୁ ୨୨ ତାରିଖ ଯାଏଁ ଫର୍ମପୂରଣ କରିପାରିବେ ଛାତ୍ରଛାତ୍ରୀ । ଉଭୟ ରେଗୁଲାର, ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ସମସ୍ତେ କେବଳ ଅନଲାଇନରେ ଫର୍ମ ପୂରଣ କରିବେ ।
/kanak/media/media_files/2025/11/08/2-2025-11-08-07-36-37.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)